Istarupa
ଯଶୋଧାରା ମିଶ୍ର
Completo
•
9789354835834
6 horas 13 minutos
Algunos artículos contienen enlaces de afiliados (marcados con un asterisco *). Si hace clic en estos enlaces y compra productos, recibiremos una pequeña comisión sin coste adicional para usted. Su apoyo ayuda a mantener este sitio en funcionamiento y a seguir creando contenidos útiles. Gracias por su apoyo.
De la editorial
'ରିକ୍ସା ଚାଲିଯାଉଯାଉ ଏଲି ଫେରି ଦେଖିଲା, ଅରୁଣା ଠିଆହୋଇଯାଇ ଅନେଇଥିଲା ତା ଯିବା ବାଟକୁ । ଏଲିର ମନେପଡ଼ିଗଲା ଅନେକ ବର୍ଷ ତଳର ଅରୁଣାକୁ । ଘଡ଼ିଘଡ଼ିକେ ରୂପ ବଦଳୁଥିବା ବାଦେଇ, କଳେହୀ, ଗେହ୍ଲେଇ, ସୁନ୍ଦରୀ ରୁନାକୁ । ହାତ ହଲେଇ ବଡ଼ପାଟିରେ କହିଲା ଏଲି, 'କାହ୍ନୁକୁ କହିଦେବ, ନାନୀ ଆଶୀର୍ବାଦ ଦେଉଚି, ସେ ଭଲ ମଣିଷ ହେଉ । ତମକୁ ବି ଆଶୀର୍ବାଦ, ଜସ୍ମିନ ପାର୍ଲର ଆଉରି ବହୁତ ବଡ଼ ହେଉ । ଭଲରେ ଥାଅ ରୁନା ।' ଆଉ ତା'ପରେ? କୁଆଡ଼େ ଗଲା ଏଲି? ପଢ଼ନ୍ତୁ ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ବିଶିଷ୍ଟ କଥାକାର ଯଶୋଧାରା ମିଶ୍ରଙ୍କ ଚମତ୍କାର ଉପନ୍ୟାସ 'ଇଷ୍ଟରୂପ' ଅଭିନେତ୍ରୀ ଶ୍ରଦ୍ଧାଞ୍ଜଳି ପାଣିଗ୍ରାହୀଙ୍କ କଣ୍ଠରେ...