Cover

Dui Diganta

ଗୌରହରି ଦାସ

Onverkort 9789354342004
4 uur 56 minuten
Sommige artikelen bevatten affiliate links (gemarkeerd met een sterretje *). Als je op deze links klikt en producten koopt, ontvangen we een kleine commissie zonder extra kosten voor jou. Uw steun helpt ons deze site draaiende te houden en nuttige inhoud te blijven maken. Hartelijk dank voor uw steun!

Van de uitgever

2000 ମସିହାରେ ବରିଷ୍ଠ ଲେଖକ ଗୌରହରି ଦାସ ଦ୍ଵିତୀୟ ଥର ପାଇଁ ଆମେରିକା ଯାଇଥିଲେ ଓ ଭାରତ ଫେରିବା ବାଟରେ କିଛିଦିନ ସ୍ୱିଡ଼େନ ଭ୍ରମଣ କରିଥିଲେ। 'ଦୁଇ ଦିଗନ୍ତ' ପୁସ୍ତକଟି ତାଙ୍କର ଏହି ଦୁଇ ଦେଶ ଭ୍ରମଣର ଅନୁଭୂତି। ଆମେରିକା ପୃଥିବୀର ସବୁଠୁ ଶକ୍ତିଶାଳୀ ଦେଶ ହୋଇଥିବାବେଳେ ସୁଇଡେନର ସାଧାରଣ ଜୀବନଯାପନ ପ୍ରଣାଳୀ ସବୁଠାରୁ ଉନ୍ନତ। ଏ ଦେଶରେ କଳା, ସଂଗୀତ, ସାହିତ୍ୟ, ସ୍ଥାପତ୍ୟ ଓ ଭାସ୍କର୍ଯ୍ୟକୁ ଯେଉଁଭଳି ଗୁରୁତ୍ୱ ପ୍ରଦାନ କରାଯାଏ ତାହା ବାସ୍ତବିକ ଉଲ୍ଲେଖନୀୟ। ଆମେରିକା ଓ ସୁଇଡେନରେ ଲେଖକଙ୍କ ଅଭିଜ୍ଞତା ସହ ଦୁଇ ଦେଶର ସାମାଜିକ ଓ ସାଂସ୍କୃତିକ ବୈଶିଷ୍ଟ୍ୟକୁ ନେଇ ରଚିତ 'ଦୁଇ ଦିଗନ୍ତ' ଶୁଣିବାଭଳି ଏକ ଭ୍ରମଣକାହାଣୀ!

Publicatiedatum
12-08-2021

Storyside IN